Latest Odisha News

BREAKING NEWS

ଝାରପଡ଼ା ଜେଲରେ ଜଣେ ବିଚାରଧୀନ କଏଦୀର ମୃତ୍ୟୁ

ଭୁବନେଶ୍ୱର: ଝାରପଡା ଜେଲରେ ଜଣେ ବିଚାରଧୀନ କଏଦୀଙ୍କ ମୃତ୍ୟୁ । ତାଙ୍କ ନାଁ ରବି ଦୁଲ୍ଲା । ହୃତଘାତରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି  । ନୟାଗଡ ଅସ୍ତ୍ରାଗାର ଲୁଟ ଘଟଣାରେ ସେ ସଜା କାଟୁଥିଲେ । ମାଓବାଦୀଙ୍କ ସହ ସମ୍ପୃକ୍ତି ଅଭିଯୋଗରେ ଜେଲରେ ଥିଲେ ରବି ଦୁଲ୍ଲା । ୨୦୦୮ରେ ସେ ଗିରଫ ହୋଇଥିଲେ । ବିଚାରଧୀନ କଏଦୀ ଭାବରେ ଝାରପଡ଼ା ଜେଲରେ ସଜା କାଟୁଥିଲେ ରବି ଦୁଲ୍ଲା ।

 

Leave A Reply

Your email address will not be published.