ନୂଆଦିଲ୍ଲୀ: ହିମାଚଳ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଶକ୍ତ ଧକ୍କା ଲାଗିଛି । ଦଳର ପ୍ରମୁଖ ନେତା ଆନନ୍ଦ ଶର୍ମାଙ୍କୁ ପରିଚାଳନା କମିଟି ଅଧ୍ୟକ୍ଷ ଦାୟିତ୍ୱ ପ୍ରଦାନ କରାଯାଇଥିଲା । ମାତ୍ର ଆନନ୍ଦ ଏହି ପଦରୁ ଇସ୍ତଫା ଦେଇଛନ୍ତି । ପୂର୍ବରୁ ଜି୨୩ ଗ୍ରୁପର ଗୁଲାମ ନବୀ ଆଜାଦଙ୍କ ପରେ ଆନନ୍ଦଙ୍କ ଇସ୍ତଫା କଂଗ୍ରେସରେ ସବୁ କିଛି ଠିକ ନାହିଁ ବୋଲି ଦର୍ଶାଯାଉଛି । ଦଳର ବୈଠକରେ ମୋ ପରାମର୍ଶକୁ ଗୁରୁତ୍ୱ ଦିଆ ଯାଉ ନ ଥିବାରୁ ତାଙ୍କ ସମ୍ମାନରରେ ଆଂଚ ଆସିଥିଲା । ଫଳରେ ବାଧ୍ୟ ହୋଇ ଏହି ନିଷ୍ପତି ନେବାକୁ ପଡିଲା ବୋଲି ସେ କହିଛନ୍ତି । ଚଳିତ ବର୍ଷ ଶେଷ ଭାଗରେ ହିମାଚଳ ପ୍ରଦେଶରେ ନିର୍ବାଚନ ହେବ । ବିଜେପିକୁ କ୍ଷମତାରୁ ହଟାଇବା ପାଇଁ କଂଗ୍ରେସ ରଣନୀତି ଆରମ୍ଭ କରିଛି । ଆନନ୍ଦ ଶର୍ମା ୧୯୮୪ରେ ରାଜ୍ୟସଭା ଟିକେଟ ପାଇ ବିଜୟୀ ହୋଇଥିଲେ । ପରେ ତାଙ୍କୁ କଂଗ୍ରେସର ଅନେକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ପ୍ରଦାନ କରାଯାଇଥିଲା ।
BREAKING NEWS
- ବିଧାୟକ ଓ ବରିଷ୍ଠ ଅଧିକାରୀଙ୍କ ପାଇଁ ୩୦୦ ଫ୍ଲାଟର ବ୍ୟବସ୍ଥା;ଜୁନ୍ ୩୦ ସୁଦ୍ଧା ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ
- Sara Ali Khan Badrinath Kedarnath Visit : ଆଉ କେଦାରନାଥ ଦର୍ଶନ କରିପାରିବେ ନାହିଁ ସାରା ଅଲି ଖାନ?
- Bhojpuri film:୨୦ ବର୍ଷ ତଳର ସେହି ବ୍ଲକବଷ୍ଟର ଫିଲ୍ମ
- SJFI ସ୍ୱର୍ଣ୍ଣ ଜୟନ୍ତୀ: ଉତ୍ତରାଞ୍ଚଳ ଜିତିଲା ଜେକେ ବୋଷ ଟ୍ରଫି, ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ ସମ୍ମାନିତ
- Modi’s Farewell Speech in Rajyasabha: ରାଜ୍ୟସଭା ସାଂସଦଙ୍କ ଉଦ୍ଦେଶ୍ୟରେ ବିଦାୟୀ ଭାଷଣ, ପ୍ରଧାନମନ୍ତ୍ରୀ କହିଲେ, “ରାଜନୀତିରେ କୌଣସି ପୂର୍ଣ୍ଣଚ୍ଛେଦ ନାହିଁ”
- Harbhajan Singh On Mumbai Indians Win: ଭଜିଙ୍କ ଭବିଷ୍ୟବାଣୀ, ଏଥର ମୁମ୍ବାଇ ଇଣ୍ଡିଆନ୍ସ
- Bunker Buster Bombs On Iran Missile Sites: ଭୟଙ୍କର ରୂପ ନେଲା ଯୁଦ୍ଧ! ଇରାନୀ କ୍ଷେପଣାସ୍ତ୍ର ଘାଟି ଉପରେ ବଙ୍କର୍ ବଷ୍ଟର ବୋମା ପକାଇଲା ଆମେରିକା
- ବୁମରାହ, ଅକ୍ଷରଙ୍କ ସ୍ୟାଲେରୀ ବଢ଼ାଇବ ବିସିସିଆଇ
- ଯୁଦ୍ଧ ମଧ୍ୟରେ ଏଲ୍ପିଜି ସଙ୍କଟ: ଓଡ଼ିଆ କ୍ୟାପଟେନଙ୍କ ସାହସ ଓ କର୍ତ୍ତବ୍ୟ ପାଇଁ ଆଜି ଦେଶ ଗର୍ବିତ
- ଇରାନ ବିରୋଧରେ ଏକତ୍ର ହେବେ ଇସଲାମିକ ଦେଶ
Comments are closed.