ଶ୍ରେଷ୍ଠ ନିର୍ଦ୍ଦେଶିକା ଭାବେ ଓସ୍କାର ଆୱାର୍ଡ ପାଇଲେ କ୍ଲୋଇ ଜାଓ । ପ୍ରଥମ ଏସୀୟ ମହିଳା ଭାବେ ସମ୍ମାନୀତ । ‘ନୋମାଡଲାଣ୍ଡ’ ଫିଲ୍ମର ନିର୍ଦ୍ଦେଶନା ନେଇଥିବା ଚୀନ୍ର କ୍ଲୋଇଙ୍କୁ ମିଳିଛି ଏକାଡେମୀ ଆୱାର୍ଡ । ପରିଣତ ବୟସରେ ଜୀବନ ଜୀଇଁବାର ସଂଘର୍ଷକୁ ଫିଲ୍ମରେ ରୂପ ଦେଇଛନ୍ତି ‘କ୍ଲୋଇ’ । ଯାହାକି ବେଶ୍ ଉଚ୍ଚ ପ୍ରଶଂସିତ ହୋଇଛି ।
BREAKING NEWS
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
- IndiGo ପାଇଲଟଙ୍କୁ କେତେ ମିଳେ ଦରମା? ଜାଣିଲେ ହୋଇଯିବେ କାବା !
- ଭାରତର ସବୁଠୁ ବଡ ପରମାଣୁ ଶକ୍ତି କେନ୍ଦ୍ରକୁ ନେଇ ପୁଟିନ କଲେ ଏହି କମିଣ୍ଟମେଣ୍ଟ…
- ପୁଟିନଙ୍କ ଭାରତ ଗସ୍ତ: ଥରୁର ପାଇଲେ ନିମନ୍ତ୍ରଣ ପତ୍ର, ହେଲେ ରାହୁଲ ଗାନ୍ଧୀଙ୍କୁ ମିଳିଲାନି…
- ପୁରୀରେ ଆୟୋଜିତ ହେଲା ଓଡିଶା-ଆସାମ ସାହିତ୍ୟ ଉତ୍ସବ
Comments are closed.