Latest Odisha News

BREAKING NEWS

ଅନେକ ରୋଗରୁ ଉପଶମ ଦିଏ ଲବଙ୍ଗ

ଲବଙ୍ଗରେ ବହୁ ଉପକାରିତା ଗୁଣ ରହିଥାଏ, ଯହା ଶରୀର ପାଇଁ ଲାଭଦାୟକ ହୋଇଥାଏ। ଜାଣନ୍ତୁ ଏହାର ଉପକାରିତା ବିଷୟରେ…

୧.ଏକ କପ୍‍ ପାଣିରେ ୫ଟି ଲବଙ୍ଗ ଓ ସେଥିରେ ଚିନି ମିଶାଇ ସକାଳ ଏବଂ ସଂଧ୍ୟା ବେଳେ ପିଇଲେ ମୁଣ୍ଡ ବିନ୍ଧା ଦୂର ହୋଇଥାଏ।

୨. ଲବଙ୍ଗ ଓ ରସୁଣ କୋଲା କୁ ନେଇ ଏକ ପେଷ୍ଟ ପ୍ରସ୍ତୁତ କରନ୍ତୁ। ଏହାକୁ ପାଣି ବା ମହୁ ସହ ସେବନ କଲେ ଥଣ୍ଡା, କାଶ ଓ କଫରୁ ଆରାମ ମିଳେ।

୩. ଏକ ଚିମୁଟା ଲବଙ୍ଗ ପାଉଡର ନେଇ ସେଥିରେ ୧ ଚାମଚ ମହୁ ମିଶାଇ ସେବନ କଲେ ବାନ୍ତିରୁ ଉପଶମ ମିଳିଥାଏ।

୪. ନାଲି ଚା ରେ ଲବଙ୍ଗ ଫୁଟାଇ ପିଇବା ଦ୍ୱାରା ଜ୍ୱର, ସର୍ଦ୍ଧି ବହୁତ ଶିଘ୍ର ଭଲ ହୋଇଥାଏ।

Leave A Reply

Your email address will not be published.