ଭୁବନେଶ୍ୱର: ଏଣିକି ଘରକୁ ଘର ବୁଲି ଖାଦ୍ୟ ଯୋଗାଇବେ ଅଙ୍ଗନୱାଡି କର୍ମୀ । କରୋନା ସଂକ୍ରମଣ ଲାଗି ଅଙ୍ଗନୱାଡି ବନ୍ଦ ଥିବା ସତ୍ତ୍ୱେ ଶିଶୁଙ୍କୁ ମିଳିବ ଖାଦ୍ୟ । ସକାଳ ଜଳଖିଆ ଓ ଗରମ ଖାଦ୍ୟ ଯୋଗଇବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡ ଲାଇନ ଜାରି ହୋଇଛି । ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ୩ରୁ ୬ ବର୍ଷର ଶିଶୁମାନଙ୍କ ପାଇଁ ଘରକୁ ଯାଇ ସମସ୍ତ ଶୁଖିଲା ଖାଦ୍ୟ ଯୋଗାଇବେ ।
ସେହିପରି ପ୍ରତି ଗ୍ରାମରେ ଏଏନଏମ/ଆଶା ଦିଦିଙ୍କ ଠାରେ ଉପଲବ୍ଧ ହେବ ଅତ୍ୟାବଶ୍ୟକ ଔଷଧ । ସେମାନଙ୍କ ଜରିଆରେ ପାରାସିଟାମଲ ଏବଂ ଓଆରଏସ ଉପଲବ୍ଧ କରାଇବେ ସରକାର । ଏହା ବ୍ୟତୀତ ଅତ୍ୟାବଶ୍ୟତକ ଔଷଧ ରାଜ୍ୟର ସମସ୍ତ ସରକାରୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଥିବା ନିରାମୟ କାଉଣଣ୍ଟରେ ଉପଲବ୍ଧ କରାଯିବାର ବ୍ୟବସ୍ଥା କରାଯାଇଛି ।
BREAKING NEWS
- ଟାଇଗର ଶ୍ରଫ ଗୁଳିକାଣ୍ଡ ମାମଲାରେ ନୂଆ ଖୁଲାସା; ନାବାଳକ ଅଭିଯୁକ୍ତର ବାପା କହିଲେ – ପୁଅ ଦୁଇ ମାସ ପୂର୍ବରୁ ଘରୁ ଚାଲିଯାଇଥିଲା…
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସିର ହୁସେନ୍, ମାଇକେଲ ଆର୍ଥଟନ
- ହତ୍ୟା ଯୋଜନା କରିଥିଲେ ବାପା…ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
- ରଣଜୀ ଟ୍ରଫି: କେରଳର ୪୦୪ ରନ୍ ଜବାବରେ ଓଡ଼ିଶା ୧୧୪/୩
- ତୀରନ୍ଦାଜ ଶୀତଳ ଦେବୀଙ୍କ ବିଶ୍ୱ ରେକର୍ଡ: ପାରା ଏସିଆନ୍ ଗେମ୍ସରେ ସୃଷ୍ଟି କଲେ ଇତିହାସ
- ଖସିଲା ସେନସେକ୍ସ, ନିବେଶକ ହରାଇଲେ ୪.୩ ଲକ୍ଷ କୋଟି…
- ବାଲିଯାତ୍ରା ପଡିଆରେ ନାବାଳକ ହତ୍ୟା ପଛରେ ତ୍ରିକୋଣୀୟ ପ୍ରେମ!
- ବିସିସିଆଇର ବଡ଼ ଘୋଷଣା; ପ୍ରଜ୍ଞାନ ଓଝା ଚୟନ କମିଟିର ଅଧ୍ୟକ୍ଷ…
- ରଣଜୀ ଟ୍ରଫି: ୭୮ ବର୍ଷ ପରେ ମିଜୋରମର ଚିନ୍ମୟଙ୍କ ୪୦୦ ରନର ଐତିହାସିକ ଇନିଂସ
- କକ୍ରୋଚକୁ ଟକ୍କର ଦେବ ଲାଲ୍ ହିଟ୍ ଜନତା ପାର୍ଟି…

Comments are closed.