ଅନୁଗୁଳ: ଜିଲ୍ଲାରେ ପ୍ରଥମ କଣ୍ଟେନମେଣ୍ଟ ଜୋନ ଘୋଷଣା କଲା ତାଳଚେର ପୌରପାଳିକା । ଦୁଇଦିନରେ ୩୦ରୁ ଅଧିକ ସଂକ୍ରମିତଙ୍କ ଚିହ୍ନଟ ପରେ ୧୩ ନମ୍ବର ୱାର୍ଡକୁ ନିଷିଦ୍ଧାଂଚଳ ଘୋଷଣା କରାଯାଇଛି । ଅନ୍ୟପଟେ ତାଳଚେର ପୌରାଂଚଳରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । କେବଳ ପୌରାଂଚଳରୁ ହିଁ ପ୍ରତିଦିନ ହାରାହାରି ୨୦ରୁ ୨୫ ଜଣ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ରିପୋର୍ଟ ଅନୁଯାୟୀ ଗତ ୩ଦିନରେ ୭୦ରୁ ଅଧିକ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ସେଥିରୁ ୧୩ ନମ୍ବର ୱାର୍ଡ ନବ ମିଶ୍ର କଲୋନୀରୁ ୩୬ରୁ ଅଧିକ ଚିହ୍ନଟ ହେବା ପରେ ପୌର ପ୍ରଶାସନ ଏହି ୱାର୍ଡକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରିଛନ୍ତି ।
BREAKING NEWS
- ଲଞ୍ଚ ହେଲା INS ଅରିଧମନ, ସମୁଦ୍ରରେ ଶତ୍ରୁଙ୍କୁ କରିବ ଧ୍ୱଂସ
- New Horror Thriller Film: ୧୨୦ ମିନିଟର ଏକ ହରର-ଥ୍ରୀଲର ଏହି ଫିଲ୍ମ, ଥରି ଉଠିବ ଛାତି…
- ଅବକାରୀ ବିଭାଗର ନୂଆ ଗାଇଡଲାଇନ; ବେଳାଭୂମିରେ ମଦ ବିକିପାରିବ ଓଟିଡିସି..
- LPG ଗୁଜବକୁ ନେଇ କେନ୍ଦ୍ର ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ, ତୁରନ୍ତ ପରିସ୍ଥିତି ନିୟନ୍ତ୍ରଣ କରିବାକୁ ନିର୍ଦ୍ଦେଶ
- ଡିଜେଲର ମୂଲ୍ୟ ଲିଟର ପିଛା ୫୨୦.୩୫ ଟଙ୍କା ବୃଦ୍ଧି
- Russia Offers To India: ପ୍ରକୃତ ବନ୍ଧୁ କ’ଣ…ପୁଣି ପ୍ରମାଣ କଲେ ପୁଟିନ…
- Raghav Chadha’s Reaction: ଚର୍ଚ୍ଚା ବଢ଼ାଇଲା ରାଘବ ଚଡ୍ଡାଙ୍କ ନୂଆ ପୋଷ୍ଟ, କହିଲେ ଚାଞ୍ଚ୍ଚଲ୍ୟକର କଥା…
- ସୁରକ୍ଷା ବାହିନୀକୁ ପୁଣି ବଡ ସଫଳତା: JJMP ମାଓ ସଙ୍ଗଠନର ଜୋନାଲ କମାଣ୍ଡର କଲା ଆତ୍ମସମପର୍ଣ
- ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ
- ୧୬ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ୩ ନିଶା ମାଫିଆ ଗିରଫ
Comments are closed.