ମୁମ୍ବାଇ:ବିଶିଷ୍ଟ ଶିଳ୍ପପତି ତଥା ରିଲାଏନ୍ସ ଅନିଲ ଧିରୁଭାଇ ଅମ୍ବାନୀ ଗ୍ରୁପ ଅଧ୍ୟକ୍ଷ ଅନୀଲ ଅମ୍ବାନୀଙ୍କ ପରେ ଆଜି ଇଡିରେ ହାଜର ହୋଇଛନ୍ତି ପତ୍ନୀ ଟିନା ଅମ୍ବାନୀ । ଗତକାଲି ଇଡିରେ ହାଜର ହୋଇଥିଲେ ଅନୀଲ ଅମ୍ବାନୀ । ବିଦେଶୀ ମୁଦ୍ରା ବିନିୟନ ନିୟମ ଉଲ୍ଲଘଂନ ଅଭିଯୋଗରେ ଟିନା ଆଜି ଉଭୟେ ଇଡି କାର୍ଯ୍ୟାଳୟରେ ହାଜର ହୋଇଥିବା ଜଣାଯାଇଛି ।
BREAKING NEWS
- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ; ଭିଜିଲାନ୍ସ ଜାଲରେ ଯାଜପୁର ABEO
- ପେଟ୍ରୋଲ ୫ ଓ ଡିଜେଲ ୩ ଟଙ୍କା ବୃଦ୍ଧି; ଏହି କମ୍ପାନୀ ବଢ଼ାଇଲା ଦର୍…
- ଆଜି ଦିଲ୍ଲୀରେ କଂଗ୍ରେସର ପ୍ରତିବାଦ; ୬ଟି ମେଟ୍ରୋ ଷ୍ଟେସନ ବନ୍ଦ
- ଉତ୍କଳ ବିଶ୍ୱବିଦ୍ୟାଳୟରେ ବୋମା ମାଡ!
- ସାଉଦି ଆରବ ବିମାନବନ୍ଦରରେ କ୍ଷେପଣାସ୍ତ୍ର ମାଡ଼: ଜଣେ ଭାରତୀୟ ମୃତ, ଦୁଇ ପୁଅ ହସ୍ପିଟାଲରେ ଭର୍ତ୍ତି
- ୩ୟ ଟି୨୦: ୱେଷ୍ଟଇଣ୍ଡିଜକୁ ୧୪ ରନ୍ରେ ହରାଇଲା ଭାରତ, ସିରିଜ୍ରେ ୨-୧ରେ ଆଗୁଆ
- ବସଷ୍ଟାଣ୍ଡରୁ ବାଘ ଚମଡ଼ା ଜବତ ଘଟଣା;ଆଉ ତିନି ଗିରଫ
- Drone-Based Surveillance:ଡ୍ରୋନ୍ ଆଧାରିତ ନିରୀକ୍ଷଣରେ ପୂର୍ବ ତଟ ରେଳପଥ ଅଗ୍ରଣୀ;୧୧ଟି ଡ୍ରୋନ୍ ଦ୍ୱାରା ୨୮୪ଟି ଷ୍ଟେସନରେ ନିରୀକ୍ଷଣ
- ଏଆଇ, ପରମାଣୁ ଯୁଦ୍ଧ, ଜୈବଅସ୍ତ୍ର ଆଗାମୀ ୭୫ ବର୍ଷରେ ମାନବଜାତି ପାଇଁ ବିପଦ: ରିପୋର୍ଟ
- ଅନ୍ଧବିଶ୍ୱାସର କରୁଣ ପରିଣତି: ଗୁଣିଗାରେଡ଼ି ସନ୍ଦେହରେ ମାଆକୁ ହତ୍ୟା କଲା ପୁଅ


Comments are closed.