ମୁମ୍ବାଇ: ବଲିଉଡ ଇଣ୍ଡଷ୍ଟ୍ରିର ଜଣାଶୁଣା ଅଭିନେତା ତଥା ଆଙ୍କର ଅନୁ କପୁର ଅସୁସ୍ଥ । ଗୁରୁବାର ସକାଳେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ପରିବାର ଲୋକ ସଙ୍ଗେ ସଙ୍ଗେ ତାଙ୍କୁ ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ଏବେ ତାଙ୍କ ଅବସ୍ଥା ସ୍ଥିର ଥିବା ଡ଼ାକ୍ତର ଅଜୟ ସ୍ୱରୂପ କହିଛନ୍ତି ।
୧୯୭୯ ମସିହାରେ ମଞ୍ଚ କଳାକାର ଭାବେ ନିଜର କ୍ୟାରିଅର୍ ଆରମ୍ଭ କରିଥିଲେ ଅନୁ କପୁର । ପରେ ବଲିଉଡ଼ରେ ଅଭିନୟ କରିବାର ସୁଯୋଗ ପାଇଥିଲେ । ସେ ଜଣେ ଦକ୍ଷ ଅଭିନେତା ହେବା ସହିତ ଗାୟକ, ନିର୍ଦ୍ଦେଶକ, ରେଡିଓ ଜକି ଏବଂ ଟିଭି ହୋଷ୍ଟ ଭାବରେ କାର୍ଯ୍ୟ କରିଛନ୍ତି । ୧୦୦ ରୁ ଅଧିକ ଚଳଚ୍ଚିତ୍ର ଏବଂ ସଂଖ୍ୟାଧିକ ଟିଭି ସିରିଏଲରେ କାମ ମଧ୍ୟ କରିଛନ୍ତି । ଏହାସହିତ ଅନେକ ଜାତୀୟ ପୁରସ୍କାର, ଫିଲ୍ମଫେୟାର ପୁରସ୍କାର ଏବଂ ଟିଭି ଏକାଡେମୀ ପୁରସ୍କାର ମଧ୍ୟ ପାଇଛନ୍ତି ।
BREAKING NEWS
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ

Comments are closed.