Latest Odisha News

BREAKING NEWS

ଆଜି ରାଜ୍ୟରେ ସର୍ବାଧିକ ସୁସ୍ଥ ସଂଖ୍ୟା ୨୮୭୩

ଭୁବନେଶ୍ବର: ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମିତଙ୍କ ସଂଖ୍ୟା । ବୁଧବାର ରାଜ୍ୟରେ ୧୦ ହଜାର ୭୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୧ ଲକ୍ଷ ୫୨ ହଜାର ୨୩୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

BjdElectrycity

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୮୭୩ ଜଣ ରହିଥିବା ବେଳେ ସୁନ୍ଦରଗଡରୁ ୧୫୦୨ ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ଜିଲ୍ଲାଗୁଡିକରେ ସୁସ୍ଥ ହାର ଏକ ହଜାର ତଳେ ରହିଛି ।

Comments are closed, but trackbacks and pingbacks are open.