Latest Odisha News

BREAKING NEWS

ରାଜ୍ୟରେ କରୋନାରୁ ସୁସ୍ଥ ହୋଇଛନ୍ତି ୩୪୬୪ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ କରୋନା ଲମ୍ବ ଡିଆଁ ମାରିଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୩୪୬୪ ଜଣ ସଂକ୍ରମିତ ।

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ନୂଆ ସୁସ୍ଥତା ମାମଲାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୫୯ ହଜାର ୪୬୭ ଜଣ ସୁସ୍ଥ ହୋଇସାରିଲେଣି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡରୁ ସର୍ବାଧିକ ୬୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Leave A Reply

Your email address will not be published.