Latest Odisha News

BREAKING NEWS

ଭଲ ଖବର: ରାଜ୍ୟରେ ସୁସ୍ଥ ହେଲେ ଆଉ ୫୦ ସଂକ୍ରମିତ

ଭୁବନେଶ୍ୱର: ଓଡ଼ିଶା ପାଇଁ ଆଶ୍ୱସ୍ତିକର ଖବର । ରାଜ୍ୟରେ ସୁସ୍ଥ ହେଲେ ଆଉ ୫୦ କରୋନା ଆକ୍ରାନ୍ତ । ଏନେଇ ସ୍ୱାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ସୁସ୍ଥ ହୋଇଥିବା ସମ୍ପୃକ୍ତ ବ୍ୟକ୍ତିଙ୍କ ମଧ୍ୟରେ ଗଂଜାମର ୨୨, ବାଲେଶ୍ୱରର ୧୫, ଭଦ୍ରକର୫, ଯାଜପୁର ଏବଂ ବୌଦ୍ଧର ୩ ଜଣ ଲେଖାଏଁ ଓ ମୟୂଭଂଜ ଏବଂ ରାଉରକେଲାର ଜଣେ ଲେଖାଏଁ ଅଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୩୯୩ ଜଣ ଚିକିତ୍ସା ପରେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.