Latest Odisha News

BREAKING NEWS

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୬ କରୋନା ଆକ୍ରାନ୍ତ

ଭୁବନେଶ୍ବର : ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୬୬ କରୋନା ଆକ୍ରାନ୍ତ । ସୁସ୍ଥ ହେବା ପରେ ସମସ୍ତଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧୨ ଜଣ ସୁସ୍ଥ ହୋଇଥିବା ବେଳେ, କଟକ, ଯାଜପୁର ଓ ମୟୂରଭଞ୍ଜରୁ ୮ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି ।

ସେହିପରି ଅନୁଗୁଳ ଓ ସୁନ୍ଦରଗଡ଼ରୁ ୭ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ, ଦେବଗଡ଼ରୁ ୪ ଜଣ , ବରଗଡ଼, ଗଞ୍ଜାମ, ଝାରସୁଗୁଡ଼ା, ପୁରୀ ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ, ରାୟଗଡ଼ ଓ ଷ୍ଟେଟ୍ ପୁଲରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ ସୁସ୍ଥ ହେଲେଣି ୩ ଲକ୍ଷ ୩୫ ହଜାର ୯୨୩ ଜଣ କରୋନା ଆକ୍ରାନ୍ତ ।

Leave A Reply

Your email address will not be published.