ଭୁବନେଶ୍ୱର : ସୁରତରୁ ପ୍ରବାସୀ ଓଡିଆ ଶ୍ରମିକଙ୍କୁ ନେଇ ଫେରୁଥିବା ଏକ ବସ୍ ମହାରାଷ୍ଟ୍ରର ନାଗପୁରଠାରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି ।
ପ୍ରାୟ ୫୦ ଜଣ ଲୋକଙ୍କୁ ନେଇ ଆସୁଥିବା ବସଟି ଅମରାବତୀ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଏହି ଦୁର୍ଘଟଣାରେ ୫ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । ସେମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
ସୂଚନାଯୋଗ୍ୟ ଯେ, ଶନିବାର ସୁରତରୁ ଶ୍ରମିକଙ୍କୁ ନେଇ ଗଂଜାମ ଆସୁଥିବା ଏକ କଳିଙ୍ଗାଘାଟି ନିକଟରେ ଓଲଟି ପଡିଥିଲା । ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଥିଲେ ।
ଆଜି ସକାଳେ ଟ୍ରେନ ଯୋଗେ ସୁରତରୁ ପ୍ରାୟ ୧୨୦୦ ଶ୍ରମିକ ଓଡିଶା ପହଞ୍ଚି ସାରିଥିବା ବେଳେ କେରଳରୁ ବାହାରିଥିବା ଆଉ ଏକ ଟ୍ରେନ କିଛି ଘଣ୍ଟା ପରେ ଓଡିଶା ପହଞ୍ଚିବ ବୋଲି ସୂଚନା ମିଳିଛି ।
BREAKING NEWS
- ମଣିପୁରରେ ପୁଣି ହିଂସା: ଆଖିବୁଜା ଗୁଳିମାଡ଼ରେ ଦୁଇ ମହିଳାଙ୍କ ମୃତ୍ୟୁ, ଜଳିଗଲା ଏକାଧିକ ଫାର୍ମହାଉସ୍
- ସାଉଦି ଆରବକୁ ପାକିସ୍ତାନର ଧୋକା ! : ପାକିସ୍ତାନର ମନା ପରେ ଇସ୍ରାଏଲର ସହାୟତା ଲୋଡ଼ିଲା ସାଉଦି ଆରବ
- ରେଳ ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା: ୩ ଦିନ ପାଇଁ ରାସ୍ତା ମଝିରୁ ଫେରିବ ଏକାଧିକ ମେମୁ ଟ୍ରେନ୍
- ଭାରତକୁ ଫେରିବ ଫର୍ମୂଲା ୱାନ: ସରକାର ଗଠନ କଲେ ଟାସ୍କ ଫୋର୍ସ
- ଚଳିତ ମୌସୁମୀରେ ନୂଆ ରେକର୍ଡ: ବଙ୍ଗୋପସାଗରରେ ସୃଷ୍ଟି ହେଲାଣି ୧୧ଟି ଲଘୁଚାପ
- ମହଙ୍ଗା ଜାଲରେ ଛନ୍ଦି ହେଲାଣି ମଧ୍ୟବିତ୍ତ ପରିବାର: ଦରଦାମ ନିୟନ୍ତ୍ରଣ କରିବାରେ ପ୍ରଶାସନ ଫେଲ୍!
- ଏମକେସିଜି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଅଗ୍ନିକାଣ୍ଡ
- ଟି୨୦ ଆନ୍ତର୍ଜାତୀୟରେ ଜସପ୍ରୀତ ବୁମରାଙ୍କ ବିଶ୍ୱ ରେକର୍ଡ
- ଜନ୍ତର ମନ୍ତର ହିଂସା ମାମଲାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ସ୍ୱତନ୍ତ୍ର ଭରଦ୍ୱାଜଙ୍କୁ ଜାମିନ ପ୍ରଦାନ କଲେ ପଟିଆଲା ହାଉସ କୋର୍ଟ
- ୟୁପିଆଇ କାରବାର ନେଇ ନୂଆ ନିୟମ:ଜାଣନ୍ତୁ ନୂଆ ସ୍ଲାବ୍

Comments are closed.