ନୂଆଦିଲ୍ଲୀ: କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ କରୋନା ପଜିଟିଭ ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି ।
ପୂର୍ବରୁ ଗୃହମନ୍ତ୍ରୀ ଅମିତ ଶାହ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ମୋଦି ସରକାରରେ କେନ୍ଦ୍ର ଜଳ ରଷ୍ଟ୍ରମନ୍ତ୍ରୀ ଅଛନ୍ତି ମେଘୱାଲ ।
Comments are closed.