Latest Odisha News

BREAKING NEWS

ମୋଦି ସରକାରଙ୍କ ଆଉ ଜଣେ ମନ୍ତ୍ରୀ କରୋନା ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ: କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ କରୋନା ପଜିଟିଭ ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି ।

ପୂର୍ବରୁ ଗୃହମନ୍ତ୍ରୀ ଅମିତ ଶାହ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

ମୋଦି ସରକାରରେ କେନ୍ଦ୍ର ଜଳ ରଷ୍ଟ୍ରମନ୍ତ୍ରୀ ଅଛନ୍ତି ମେଘୱାଲ ।

Leave A Reply

Your email address will not be published.