Latest Odisha News

BREAKING NEWS

ଆଉଜଣେ ଡାକ୍ତର, ନର୍ସ କରୋନା ପଜିଟିଭ୍ ଚିହ୍ନଟ !

ନୟାଗଡ଼: ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଡାକ୍ତର ଓ ନର୍ସ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଉଭୟ ଡାକ୍ତର ଓ ନର୍ସ ଚିକିତ୍ସାଳୟରେ ସର୍ଜରୀ ୱାର୍ଡ଼ରେ କାର୍ଯ୍ୟ କରୁଥିଲେ ।

ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡ଼ିଏମଓ) ସୁଧାଂଶୁ ଷଡ଼ଙ୍ଗୀଙ୍କ ସୂଚନାନୁଯାୟୀ, ସର୍ଜରୀ ୱାର୍ଡ଼କୁ ତୁରନ୍ତ ସାନିଟାଇଜ୍ କରାଯିବା ସହିତ ଏହି ୨ଜଣ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିମାନଙ୍କୁ ଆଇସୋଲେସନରେ ରଖାଯାଇଛି ।

Leave A Reply

Your email address will not be published.