ଭୁବନେଶ୍ୱର: ଆସନ୍ତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ୫ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡିକ ହେଉଛି ମାଲକାନଗିରି, କୋରାପୁଟ, ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଂଜ । ୨୬ ତାରିଖ ଯାଏଁ ବର୍ଷା ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
BREAKING NEWS
- ଇପିଏଫଓ ଆକାଉଣ୍ଟରୁ ଉଡ଼ିଗଲା ୧୯.୩୩ କୋଟି ଟଙ୍କା! ନୋକିଆ କର୍ମଚାରୀଙ୍କ ନାଁରେ CBI ର ଏଫଆଇଆର୍
- Odisha flood:ଏହି ଜିଲ୍ଲାରେ ୫ ଲକ୍ଷ ରୁ ଅଧିକ ଲୋକ ପ୍ରଭାବିତ; ୧ ଲକ୍ଷ ୭୬ ହଜାର ବିପନ୍ନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର
- ଫେରୁଛି ‘ସୁପର୍ ସିକ୍ସ’ ରୋମାଞ୍ଚ: ୨୪ ବର୍ଷ ପରେ ଆଫ୍ରିକା ମାଟିରେ ଖେଳାଯିବ କ୍ରିକେଟ୍ ବିଶ୍ୱକପ୍, ଦେଖିବାକୁ ମିଳିବ ନୂଆ ଅନ୍ଦାଜ
- ବନ୍ୟା ପରିସ୍ଥିତି ଓ ଲଗାଣ ବର୍ଷା: ଆସନ୍ତାକାଲି ଭଦ୍ରକ ଜିଲ୍ଲାରେ ବନ୍ଦ ରହିବ ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡି
- ରାମ ଗୋପାଳ ବର୍ମା ଏବଂ ଉର୍ମିଳା ଗୁପ୍ତ ଭାବରେ ମନ୍ଦିରରେ କରିଥିଲେ ବିବାହ! କାହିଁକି ପଡିଲା ସମ୍ପର୍କରେ ପୂର୍ଣ୍ଣଚ୍ଛେଦ?
- ଚାଉଳ ଗାଡ଼ିରେ ଚାଲିଥିବା ଗଞ୍ଜେଇ ଚାଲାଣକୁ ଧରିଲା ଏସଟିଏଫ୍, ଜଣେ ଅଭିଯୁକ୍ତ ଗିରଫ
- ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା:ପ୍ରଧାନଶିକ୍ଷକ ନିଲମ୍ବିତ
- ଓଡ଼ିଶାର ରେଳ ଭିତ୍ତିଭୂମିକୁ ମିଳିବ ‘ବୁଷ୍ଟର ଡୋଜ୍’: ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବନ୍ୟା ପ୍ରଭାବିତ ଅଞ୍ଚଳରେ ବଢ଼ିବ କଲେଜ ଆଡମିଶନ ଅବଧି: ମନ୍ତ୍ରୀ
- ମହାନଦୀର କରାଳ ରୂପ: ବନ୍ୟା ପାଣିରେ ବୁଡ଼ିଲା ମା’ ଭଟ୍ଟାରିକାଙ୍କ ପୀଠ, ୧୬୩ ଧାରା ଲାଗୁ
Comments are closed.