ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ କ୍ଷେତ୍ର l ୧୫ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା l ଦକ୍ଷିଣପୂର୍ବ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି l ଫଳରେ ଆସନ୍ତା ୨୪ ଘଣ୍ଟାରେ ବାଂଲାଦେଶ ଉପକୂଳରେ ଲଘୁଚାପ ସୃଷ୍ଟି ହେବ ନେଇ ସମ୍ଭାବନା ରହିଛି l ଲଘୁଚାପ ସୃଷ୍ଟି ହେବା ପରେ ପଶ୍ଚିମ-ଉତ୍ତରପଶ୍ଚିମକୁ ଗତି କରି ଅବପାତରେ ପରିଣତ ହୋଇପାରେ l ପ୍ରଭାବରେ ଆସନ୍ତା ୧୩ ତାରିଖରୁ ୧୫ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି l ସେପଟେ ଆସନ୍ତା କଲି ପାଇଁ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ କରାଯାଇଥିବା ବେଳେ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି l
BREAKING NEWS
- Union Budget 2026: ଚଳିତ ବଜେଟରେ ପର୍ଯ୍ୟଟନ କ୍ଷେତ୍ରକୁ କଣ ମିଳିଲା…
- Budget 2026: ମେଧାବୀ ଛାତ୍ରୀଙ୍କ ପାଇଁ ବଡ ଘୋଷଣା; ପ୍ରତ୍ୟେକ ଜିଲ୍ଲାରେ ବାଳିକା ଛାତ୍ରାବାସ ପ୍ରତିଷ୍ଠା ହେବ
- Budget 2026: ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ର କରିବା ଲକ୍ଷ୍ୟକୁ ଧ୍ୟାନରେ ରଖି ପ୍ରସ୍ତୁତ ହୋଇଛି: ଅମିତ ଶାହା
- Union Budget 2026: ବଜେଟ ପାଇଁ କାହିଁକି ଧସିଲା ସେୟାର ମାର୍କେଟ…
- Budget 2026: ‘ଖେଲୋ ଇଣ୍ଡିଆ ମିଶନ’ ଭାଗ୍ୟ ବଦଳାଇବ ଦେଶର, ଏବେ ପଦକ ସହ ମିଳିବ ନିଯୁକ୍ତି
- Union Budget 2026: She-Mart ଯୋଜନା କ’ଣ? ବଜେଟ୍ ୨୦୨୬ ରେ ମହିଳାମାନଙ୍କ ପାଇଁ ବଡ଼ ଘୋଷଣା…
- ଏହା ଏକ ଯୁବଶକ୍ତି ବଜେଟ୍, ବର୍ତ୍ତମାନର ସ୍ୱପ୍ନକୁ ସାକାର କରିବ: ମୋଦି
- ଟି୨୦ ବିଶ୍ୱକପ ପୂର୍ବରୁ ଏହି ସବୁ ପ୍ରଶ୍ନର ଉତର ଖୋଜୁଛି ଟିମ ଇଣ୍ଡିଆ
- Budget 2026: ୨୦୩୦ ସୁଦ୍ଧା ଭାରତୀୟ କାଜୁ ଓ କୋକୋଆକୁ ବିଶ୍ୱର ଏକ ପ୍ରିମିୟମ୍ ବ୍ରାଣ୍ଡ୍ ଭାବେ ଗଢ଼ି ତୋଳିବା ଲକ୍ଷ୍ୟ
- ବଜେଟରେ ନାଖୁସ ଶଶି ଥରୁର: କହିଲେ, ନିର୍ବାଚନ ରାଜ୍ୟ ହେବା ସତ୍ତ୍ୱେ କେରଳକୁ କରାଗଲା ଅଣଦେଖା
Comments are closed.