Latest Odisha News

BREAKING NEWS

ରାଜ୍ୟ ସରକାରଙ୍କ ଆଉ ଜଣେ ମନ୍ତ୍ରୀ କରୋନା ପଜିଟିଭ୍

ଭୁବନେଶ୍ୱର : କୃଷି ମନ୍ତ୍ରୀ ତଥା ଉଚ୍ଚ ଶିକ୍ଷା ଅରୁଣ ସାହୁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏ ନେଇ ସେ ନିଜେ ଟ୍ୱିଟରରେ ସୂଚନା ଦେଇଛନ୍ତି ।

ସେ ଟ୍ୱିଟରରେ ଲେଖିଛନ୍ତି, ‘ମୋର କୋଭିଡ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି । ମୁଁ ଘରେ ସଙ୍ଗରୋଧରେ ଅଛି, ମୋ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଗତ ସପ୍ତାହକ ମଧ୍ୟରେ ମୋ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କର କୌଣସି ଲକ୍ଷଣ ଦେଖାଗଲେ ପରୀକ୍ଷା କରାଇ ନିଅନ୍ତୁ । । ’

Leave A Reply

Your email address will not be published.