Latest Odisha News

BREAKING NEWS

ଆଉ ଜଣେ ବିଧାୟକ କରୋନା ପଜିଟିଭ୍‌

ବ୍ରହ୍ମପୁର: ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡାଙ୍କୁ କରୋନା । ଆଜି ସେ ସାମାନ୍ୟ ଅସୁସ୍ଥ ଅନୁଭବ କରିବାରୁ କରୋନା ଟେଷ୍ଟ କରିଥିଲେ । ତେବେ ତାହା ପଜିଟିଭ୍ ଆସିଥିବା ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ନିଜେ ବିକ୍ରମ ପଣ୍ଡା । ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତି ସଙ୍ଗରୋଧରେ ରହିବାକୁ ସେ ପରାମର୍ଶ ଦେଇଛନ୍ତି ।

ପୂର୍ବରୁ ବିକ୍ରମଙ୍କ ପରିବାରର ଅନ୍ୟ କିଛି ସଦସ୍ୟ ମଧ୍ୟ କରୋନା ପଜିଟିଭ୍ ବାହାରିଥିବା ଜଣାପଡିଛି ।

Leave A Reply

Your email address will not be published.