ଅହମ୍ମଦାବାଦ: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ପଜିଟିଭ ସଂଖ୍ୟା ବଢ଼ିବାରେ ଲାଗିଛି। ଏଥିରୁ ବାଦ୍ ପଡିନାହାନ୍ତି ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ରାଜନେତା ଓ ସେଲିବ୍ରିଟି ମାନେ।
Gujarat Deputy Chief Minister Nitin Patel has been admitted to hospital after testing positive for #COVID19 pic.twitter.com/cqjww6Wcmx
— ANI (@ANI) April 24, 2021
ଏବେ ଗୁଜୁରାଟର ଉପମୁଖ୍ୟମନ୍ତ୍ରୀ ନିତିନ ପଟେଲ ମଧ୍ୟ କରୋନା ସଂକ୍ରମିତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।
ତେବେ ଏହା ପୂର୍ବରୁ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀ ମଧ୍ୟ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ।
Comments are closed.