Latest Odisha News

BREAKING NEWS

କରୋନାରେ ଆଉ ଜଣେ ରାଜନେତା ସଂକ୍ରମିତ

ଅହମ୍ମଦାବାଦ: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ପଜିଟିଭ ସଂଖ୍ୟା ବଢ଼ିବାରେ ଲାଗିଛି। ଏଥିରୁ ବାଦ୍ ପଡିନାହାନ୍ତି ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ରାଜନେତା ଓ ସେଲିବ୍ରିଟି ମାନେ।

ଏବେ ଗୁଜୁରାଟର ଉପମୁଖ୍ୟମନ୍ତ୍ରୀ ନିତିନ ପଟେଲ ମଧ୍ୟ କରୋନା ସଂକ୍ରମିତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

ତେବେ ଏହା ପୂର୍ବରୁ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀ ମଧ୍ୟ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ।

Leave A Reply

Your email address will not be published.