ଅନୁଗୁଳ : ଅନୁଗୁଳ ପୋଲିସକୁ ସଫଳତା । ପୋଲିସ ପଞ୍ଝାରେ ପଡ଼ିଛି ବଡ଼ ଧରଣର ରାକେଟ୍ । ନକଲି ଡ୍ରାଇଭିଂ ଲାଇସେନ୍ସ, ପ୍ୟାନ କାର୍ଡ, ଆଧାର କାର୍ଡ ଓ କୋଇଲା ଟ୍ରାଞ୍ଜିଟ ପାସ ରାକେଟର ପର୍ଦାଫାଶ କରିଛି ତାଳଚେର କୋଲିୟାରି ପୋଲିସ । ତାଳଚେର ସହରର ତିନୋଟି ଜେରକ୍ସ ଦୋକାନରେ ଏହି ନକଲି କାଗଜପତ୍ର ତିଆରି ହେଉଥିବା ବେଳେ ଚଢ଼ାଉ କରିଥିଲା ପୋଲିସ । ଚଢ଼ାଉ ବେଳେ ବିପୁଳ ପରିମାଣର ନକଲି ଡ୍ରାଇଭିଂ ଲାଇସେନ୍ସ, ପ୍ୟାନ କାର୍ଡ, ଆଧାର କାର୍ଡ ଓ କୋଇଲା ଟ୍ରାଞ୍ଜିଟ ପାସ ଜବତ ହୋଇଛି । ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରିଛି ପୋଲିସ ।
BREAKING NEWS
- ଢାବା ଉପରେ ଚଢ଼ାଉ, ପୋଲିସକୁ ଗାଳିଗୁଲଜ: ବିଜେପି ଯୁବ ନେତା ବି. ସୋମନାଥ ପାତ୍ରଙ୍କୁ ଗିରଫ କଲା ଗୋପାଳପୁର ପୋଲିସ
- ଅପରାଧ ପ୍ରମାଣିତ ନହେବା ଯାଏଁ ଚାକିରିରୁ କାଢ଼ିପାରିବେନି ସରକାର: ସୁପ୍ରିମକୋର୍ଟ
- ପରୀକ୍ଷାରେ ତ୍ରୁଟିକୁ ବରଦାସ୍ତ କଲାନି ଏନଟିଏ, ପରିଚାଳନା ଦାୟିତ୍ୱରେ ଥିବା ସଂସ୍ଥାକୁ କାରଣ ଦର୍ଶାଅ ନୋଟିସ୍
- ପୁରୁଷ ହକି ବିଶ୍ୱକପ୍ ୨୦୨୬: ଭାରତୀୟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ, ନେଦରଲ୍ୟାଣ୍ଡ୍ସଠାରୁ ନିକଟରୁ ଶୋଚନୀୟ ପରାଜୟ
- Kotia map:ଗୁଗୁଲ୍ ମ୍ୟାପ୍ରେ କୋଟିଆର ଭୁଲ୍ ସୀମା;ସଂଶୋଧନ ପାଇଁ ସରକାରୀ ପ୍ରକ୍ରିୟା ଆରମ୍ଭ
- ଲୁହାପଥର ନେଇ ଓଡ଼ିଶାରୁ ସିଙ୍ଗାପୁର ଯାଉଥିବା ଜାହାଜ ବୁଡ଼ିଲା: ୨୪ କ୍ରୁ ସଦସ୍ୟଙ୍କ ଜୀବନ ରକ୍ଷା ପାଇଁ ଉଦ୍ଧାର କାର୍ଯ୍ୟ ଜୋରଦାର
- କର୍ତ୍ତବ୍ୟରତ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ଟିପିଏସ୍ଓଡିଏଲର ଦୃଢ କାର୍ଯ୍ୟାନୁଷ୍ଠାନ
- ଘୋଷଣା ହେଲା ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬, ଜାଣନ୍ତୁ ଓଡ଼ିଶାରୁ କିଏ ପାଇବେ…
- ଛାତ ଉପରେ ଥିବା ପୁରୁଣା ଡିସ୍ ଛତା ଆସିବ କାମରେ! ମାଗଣା ଚ୍ୟାନେଲ୍ ଦେଖିବା ପାଇଁ ଏମିତି କରନ୍ତୁ ବ୍ୟବହାର
- ପାରାଦୀପରେ ବଡ଼ ଅଘଟଣ; ମଝି ସମୁଦ୍ରରେ ବୁଡ଼ିଲା ଜାହାଜ, ୨୪ ଜଣଙ୍କୁ ଖୋଜୁଛି…

Comments are closed.