Latest Odisha News

ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ

ଭୁବନେଶ୍ୱର: ରଦ୍ଦ ହେଲା ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କଲେ ରାଜ୍ୟପାଳ। ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କଲେ ଆଡ଼ଭୋକେଟ୍ ଜେନେରାଲ୍।

ଉତ୍କଳ ବିଶ୍ୱବିଦ୍ୟାଳୟରେ ଭାରପ୍ରାପ୍ତ VC ନିଯୁକ୍ତ ପାଇଥିଲେ। ନିଯୁକ୍ତିକୁ ବେଆଇନ ଦର୍ଶାଇ ଦାୟର ହୋଇଥିଲା ମାମଲା। ମାମଲା ଦାୟର କରିଥିଲେ ଆଇନଜୀବୀ ପ୍ରବୀର ଦାସ। ଆଗକୁ ନୂଆ କୁଳପତି ନିଯୁକ୍ତି ନେଇ ନୂଆ ଅଧ୍ୟାଦେଶ ଅଣାଯିବ। ଏନେଇ ଓଡ଼ିଶା ଉଚ୍ଚ ନ୍ୟାୟଳୟକୁ ଜଣାଇଛନ୍ତି ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ।

Comments are closed.