ଭୁବନେଶ୍ବର : ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଅର୍ଚ୍ଚନା ଯୋଶୀଙ୍କୁ ମିଳିଛି ଅତିରିକ୍ତ ଦାୟିତ୍ବ । ନିୟମିତ ମହାପ୍ରବନ୍ଧକଙ୍କ ଯୋଗଦାନ ପର୍ଯ୍ୟନ୍ତ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଦକ୍ଷିଣ ପୂର୍ବ ରେଳପଥର ମହାପ୍ରବନ୍ଧକ ଅର୍ଚ୍ଚନା ଯୋଶୀ ଏହି ଅତିରିକ୍ତ ଦାୟିତ୍ବ ସମ୍ଭାଳିବେ । ପୂର୍ବତଟ ରେଳପଥର ବିଦାୟୀ ମହାପ୍ରବନ୍ଧକ ବିଦ୍ୟା ଭୂଷଣ ଗତ ଅକ୍ଟୋବର ୩୧ ତାରିଖରେ ଅବସର ଗ୍ରହଣ କରିଛନ୍ତି । ତେଣୁ ତାଙ୍କ ସ୍ଥାନରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ ଅର୍ଚ୍ଚନା ଯୋଶୀ । ୧୯୮୫ ବ୍ୟାଚର ଭାରତୀୟ ରେଳବାଇ ଟ୍ରାଫିକ୍ ସେବା ଅଧିକାରୀ ହେଉଛନ୍ତି ଅର୍ଚ୍ଚନା ଯୋଶୀ ।
BREAKING NEWS
- Smit Machchhar: ମରଣ ସହ ଲଢି ବୀରତ୍ବ ଦେଖାଇଲେ ଭାରତୀୟ ପାଇଲଟ୍…ସଲାମ୍ କରୁଛି ବିଶ୍ବ! ସୋସିଆଲ ମିଡିଆରେ ସ୍ମିତଙ୍କୁ ‘ଥାଙ୍କ୍ ୟୁ’ ବର୍ଷା…
- ବିଦାୟ ନେଉଛି ମୌସୁମୀ, ରାଜ୍ୟରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ
- ସୁଧୁରୁଛି ବନ୍ୟା ସ୍ଥିତି; ପୁନରୁଦ୍ଧାର କାର୍ଯ୍ୟ ପାଇଁ ଆଜି ଭଦ୍ରକରେ ୧୩୧ ସ୍କୁଲ ଛୁଟି
- Flydubai Attack: ମଝି ଆକାଶରେ ‘ଦେବଦୂତ’ ସାଜିଲେ ପ୍ଲମ୍ବର, ପାଣି ପାଇପ୍ ସଜାଡୁଥିବା ମଣିଷଟି ୧୭୪ ଜଣଙ୍କ ସଂସାର ଉଜୁଡିବାରୁ ବଞ୍ଚାଇ ଦେଲା!
- ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ; ୨ ମୃତ, ବହୁ ଗୁରୁତର
- ରକ୍ତରେ ଭିଜିଥିଲା କକପିଟ; ବଞ୍ଚାଇଲେ ଭାରତୀୟ ପାଇଲଟ୍, ପ୍ରଶଂସା କଲେ ବିଶ୍ୱ ନେତା
- ଟାଇମ୍ସ ହାୟର ଏଜୁକେସନ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୭; ଭାରତର ୪ର୍ଥ ସ୍ଥାନରେ କିଟ୍
- ପାର୍ବଣ ପୂର୍ବରୁ ମହଙ୍ଗା ମାଡ; କମର୍ସିଆଲ ସିଲିଣ୍ଡର ଦାମ୍ ୬୨ ଟଙ୍କା ବୃଦ୍ଧି
- ଗୁଆହାଟୀ ପିଚ୍ ଉପରେ ବର୍ଷିଲେ ଗୌତମ ଗମ୍ଭୀର: “ଏହା କ୍ରିକେଟ ନୁହେଁ, କେବଳ ବ୍ୟାଟିଂ”
- ଫ୍ଲାଏଦୁବାଇ ବିମାନ ଦୁର୍ଘଟଣା ଷଡ଼ଯନ୍ତ୍ର: ଭାରତୀୟ ପାଇଲଟଙ୍କ ସାହସିକତା ଯୋଗୁଁ ଟଳିଲା ବଡ଼ ବିପଦ

Comments are closed.