ସମ୍ବଲପୁର : ପାଟଶାଢୀ ଚୋରି କରିବା ପଡିଲ ମହଙ୍ଗା । ସୋ ରୁମରୁ ୩୫ ହଜାର ଟଙ୍କା ମୂଲ୍ୟର ଶାଢୀ ଚୋରି କରି ଗିରଫ ହେଲେ ସହକାରୀ ରାଜସ୍ୱ ନିରୀକ୍ଷକ । ସମ୍ବଲପୁର ଜିଲ୍ଲା ଜୁଜୁମୁରା ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟକରୁଥିବା ସହକାରୀ ରାଜସ୍ୱ ନିରୀକ୍ଷକ ଏରଆଇ ସନ୍ଧ୍ୟା ଆନନ୍ଦ ଦୋରାଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଛି । ସେ ସୋ ରୁମରୁ ୩୫ ହଜାର ଟଙ୍କିଆ ଶାଢି ଚୋରି କରିଥିବା ତାଙ୍କ ନାଁରେ ଅଭିଯୋଗ ହୋଇଛି । ସିସିଟିଭି ଫଟେଜକୁ ଦେଖି ଆନନ୍ଦ ଦୋରାଙ୍କୁ ଆଜି ଗିରଫ କରାଯାଇଛି । ଦୋରାଙ୍କ ପରିବାର ସମ୍ବଲପୁରରେ ରୁହନ୍ତି । ସେ ଶାଢି କିଣିବା ପାଇଁ ସୋ ରୁମ ଯାଇଥିଲେ ।ଏହି ସମୟରେ ଚୋରି କରିଥିଲେ । ସୋ ରୁମ୍ ମାଲିକ ଅଭିଯୋଗ କରିବା ପରେ ତାଙ୍କୁ ପୋଲସ ଗିରଫ କରିଥିଲା ।
BREAKING NEWS
- ଡିସେମ୍ବର ୩୧ ଓ ନୂଆ ବର୍ଷ ପାଇଁ ପୁରୀରେ ଟ୍ରାଫିକ କଟକଣା…
- ଅବକାରୀ ବିଭାଗର ସ୍ୱତନ୍ତ୍ର ଚଢ଼ାଉ; ୩ ଦିନରେ ୫.୧୮ କୋଟିର ବେଆଇନ ମାଦକ ଦ୍ରବ୍ୟ ଜବତ
- ମେଲବୋର୍ଣ୍ଣ ପିଚକୁ ମିିଳିଲା ଡିମେରିଟ ପଂଏଟ
- ‘ଦି ରାଜା ସାବ’ ଟ୍ରେଲର ରିଲିଜ; ଫ୍ୟାନ୍ସଙ୍କୁ ପସନ୍ଦ ଆସୁଛି ଜୋକର…
- କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଲେ ନ୍ୟୁଜିଲାଣ୍ଡର ଏହି ଅଲରାଉଣ୍ଡର
- ଭୋଜିରେ ରାଇତା ଖାଇ ହଟହଟା; ରାବିଜ୍ ଟୀକା ନେବାକୁ ହସ୍ପିଟାଲ୍ ଦୌଡିଲେ ୨୦୦ରୁ ଅଧିକ ଲୋକ
- ଗଣତନ୍ତ୍ର ଦିବସ: କର୍ତ୍ତବ୍ୟ ପଥରେ ଗଡିବ ଓଡ଼ିଶା ପ୍ରଜ୍ଞାପନ ମେଢ଼
- ବିଜୟ ହଜାରେ ଟ୍ରଫି: ଗୋବିନ୍ଦଙ୍କ ଅଲରାଉଣ୍ଡ ପ୍ରଦର୍ଶନ, ଆନ୍ଧ୍ରକୁ ହରାଇଲା ଓଡିଶା
- ଦୁବାଇରେ ମଶା ଆତଙ୍କ, ସରକାର ଦେଲେ ଟିପ୍ସ…
- Public Grievance: ଏହି ଦିନ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
Comments are closed.