ସମ୍ବଲପୁର : ପାଟଶାଢୀ ଚୋରି କରିବା ପଡିଲ ମହଙ୍ଗା । ସୋ ରୁମରୁ ୩୫ ହଜାର ଟଙ୍କା ମୂଲ୍ୟର ଶାଢୀ ଚୋରି କରି ଗିରଫ ହେଲେ ସହକାରୀ ରାଜସ୍ୱ ନିରୀକ୍ଷକ । ସମ୍ବଲପୁର ଜିଲ୍ଲା ଜୁଜୁମୁରା ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟକରୁଥିବା ସହକାରୀ ରାଜସ୍ୱ ନିରୀକ୍ଷକ ଏରଆଇ ସନ୍ଧ୍ୟା ଆନନ୍ଦ ଦୋରାଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଛି । ସେ ସୋ ରୁମରୁ ୩୫ ହଜାର ଟଙ୍କିଆ ଶାଢି ଚୋରି କରିଥିବା ତାଙ୍କ ନାଁରେ ଅଭିଯୋଗ ହୋଇଛି । ସିସିଟିଭି ଫଟେଜକୁ ଦେଖି ଆନନ୍ଦ ଦୋରାଙ୍କୁ ଆଜି ଗିରଫ କରାଯାଇଛି । ଦୋରାଙ୍କ ପରିବାର ସମ୍ବଲପୁରରେ ରୁହନ୍ତି । ସେ ଶାଢି କିଣିବା ପାଇଁ ସୋ ରୁମ ଯାଇଥିଲେ ।ଏହି ସମୟରେ ଚୋରି କରିଥିଲେ । ସୋ ରୁମ୍ ମାଲିକ ଅଭିଯୋଗ କରିବା ପରେ ତାଙ୍କୁ ପୋଲସ ଗିରଫ କରିଥିଲା ।
BREAKING NEWS
- ଏସିଆନ ଗେମ୍ସ ସ୍ୱର୍ଣ୍ଣ ଜିତି ଇତିହାସ ରଚିବା ଏବେ ଦଳର ମୂଳ ଲକ୍ଷ୍ୟ: ସୋଏର୍ଡ ମାରିଜ୍ନେ
- ପୁଣି ହସାଇବାକୁ ଆସୁଛନ୍ତି କପିଲ ଓ ସୁନୀଲ: ଖୁବଶୀଘ୍ର ଫେରୁଛି ‘ଦ ଗ୍ରେଟ୍ ଇଣ୍ଡିଆନ୍ କପିଲ୍ ଶୋ’ ସିଜନ ୫
- Subhadra Scheme Applications:ଏହି ଦିନ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ
- ୨୦୧୩ ଝିରମ ଘାଟି ନରସଂହାର ମାମଲାରେ ୧୦ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ
- ଏସିଆନ୍ ଗେମ୍ସ: ବିପ୍ରଜ ନିଗମ ଜାତୀୟ ଦଳରେ ସାମିଲ, ବାଦ ପଡ଼ିଲେ ବରୁଣ
- Dahi Bara: ଦହିବରା ଖାଇ ୫୦ରୁ ଊର୍ଦ୍ଧ୍ବ ଅସୁସ୍ଥ
- ମୋଦି ସରକାରଙ୍କ ବଡ଼ ନିଷ୍ପତ୍ତି, EPFO ଦରମା ସୀମା ୧୫ ହଜାର ଟଙ୍କାରୁ ୨୫ ହଜାର ଟଙ୍କାକୁ ବୃଦ୍ଧି
- ଜନ୍ମଦିନ ପାଳିବ ସୁଭଦ୍ରା, ଘରେ ଘରେ ଦୀପ ଜାଳିବେ ମହିଳା
- ତୃତୀୟ ଟି୨୦ ପୂର୍ବରୁ ବୈଭବଙ୍କୁ ନେଇ ସଞ୍ଜୁଙ୍କ ବଡ଼ ବୟାନ
- ଏଥର ଆଗୁଆ ମିଳିବ ପାଣିପାଗ ସୂଚନା, ଉଦ୍ଘାଟନ ହେଲା ଡପଲର ୱେଦର ରାଡାର କେନ୍ଦ୍ର

Comments are closed.