ମୁମ୍ବାଇ: ସାମ୍ନାକୁ ଆସିଲା ବଲିଉଡର ଆଗାମୀ ଫିଲ୍ମ ‘ସନ୍ଦିପ ଔର ପିଙ୍କି ଫରାର’ର ଫାଷ୍ଟ ଲୁକ୍ । ରିଲିଜ ହୋଇଥିବା ଏହି ପୋଷ୍ଟର ଅଭିନେତା ଅର୍ଜୁନ କପୁର ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କୁ ଦେଖିବାକୁ ମିଳିିଛି । ତେବେ ଏହି ପୋଷ୍ଟରରେ ଏକ ଟ୍ୱିଷ୍ଟ ମଧ୍ୟ ରହିଛି । ସନ୍ଦିପ ଭୂମିକାରେ ପରିଣିତି ଥିବା ବେଳେ ପିଙ୍କି ଭୂମିକାରେ ଅର୍ଜୁନ କପୁରଙ୍କୁ ଦେଖିବାକୁ ମିଳିଛି ।
ଦିବାକର ବାନାର୍ଜୀଙ୍କ ନିର୍ଦ୍ଦେଶନାରେ ତିଆରି ଏହି ଫିଲ୍ମରେ ପୁଣି ଥରେ ‘ଇସକଜାଦେ’ ଯୋଡିଙ୍କୁ ଦେଖିବାକୁ ମିଳିବ । ଫିଲ୍ମଟି ଆସନ୍ତ ୨୦ ତାରିଖରେ ରିଲିଜ ହେବ । ପୂର୍ବରୁ ଏହି ଫିଲ୍ମଟିକୁ ୨୦୧୮ରେ ରିଲିଜ କରାଯିବାକୁ ନେଇ ନିଷ୍ପତି ହୋଇଥିଲା । ତେବେ କୌଣସି କାରଣରୁ ଏହାର ରିଲିଜ ଡେଟ ରୋକ ଲାଗିଥିଲା । ପରେ ୨୦୧୯ ମାର୍ଚ୍ଚରେ ରିଲିଜ କରାଇବା ପାଇଁ ନିଷ୍ପତି ହୋଇଥିଲେ ମଧ୍ୟ ତାହା ହୋଇ ପାରିନଥିଲା ।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.