Latest Odisha News

BREAKING NEWS

ଆଜି ସେନା ମୁଖ୍ୟ ବିପିନ ରାୱତଙ୍କ ଶ୍ରୀନଗର ଗସ୍ତ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପରେ ଶୁକ୍ରବାର ଦିନ ଶ୍ରୀନଗର ଅଭିମୁଖେ ଗସ୍ତ କରିବେ ସେନା ମୁଖ୍ୟ ଜେନେରାଲ୍ ବିପିନ ରାୱତ ।

ପ୍ରାପ୍ତ ସୂଚନାନୁଯାୟୀ ବର୍ତ୍ତମାନ ସମୟରେ ଜମ୍ମୁ-କାଶ୍ମୀରର ସ୍ଥିତି ଓ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିବା ଲାଗି ବିପିନ ରାୱତ ଗ୍ରସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଏହାପୂର୍ବରୁ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଶ୍ରୀନଗର ଗସ୍ତ କରିଥିଲେ।

Leave A Reply

Your email address will not be published.