ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରରୁ ଧାରା ୩୭୦ ହଟିବା ମାମଲାରେ ସୁପ୍ରିମକୋର୍ଟ ସୋମବାର ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ଏହି ମାମଲା ବଡ ଖଣ୍ଡପୀଠକୁ ଯିବନି ବୋଲି କହିଛନ୍ତି ସୁପ୍ରିମକୋର୍ଟ । ଜଷ୍ଟିସ ଏନ୍.ବି ରମନ୍ନା, ଜଷ୍ଟିସ ସଂଜୟ କିଶନ କୌଲ, ଜଷ୍ଟିସ ଆର୍.ସୁଭାଷ ରେଡ୍ଡୀ, ଜଷ୍ଟିସ ବି.ଆର୍ ଗୋୱଇ ଏବଂ ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କୁ ନେଇ ଗଠିତ ୫ ଜଣିଆ ଖଣ୍ଡପୀଠ ଏହି ନିଷ୍ପତ୍ତି ନେଇଛନ୍ତି ।
ଧାରା ୩୭୦ ଉଚ୍ଛେଦକୁ ନେଇ ସୁପ୍ରିମକୋର୍ଟରେ ୨୩ଟି ଆବେଦନ ହୋଇଛି । ଏହାର ବୈଧତା ନେଇ ଆବେଦନରେ ପ୍ରଶ୍ନ କରାଯାଇଥିଲା । ଆବେଦନକାରୀମାନେ ମାମଲାକୁ ବଡ ଖଣ୍ଡପୀଠକୁ ପଠାଇବା ପାଇଁ ଦାବି କରିଥିଲେ । ଗତ ଜାନୁଆରୀ ୨୩ ତାରିଖରେ ସର୍ବୋଚ୍ଚ ଅଦାଲତ ଏହାର ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ ।
BREAKING NEWS
- ସିଜେଆଇଙ୍କୁ ଭେଟିବେ, ଗଣତନ୍ତ୍ରକୁ ବଞ୍ଚାଇବା ପାଇଁ ଲଢ଼େଇ ଜାରି ରଖିବେ; ଖଡ଼ଗେ କହିଲେ – ଦେଶରେ ଅଘୋଷିତ ଜରୁରୀକାଳୀନ ପରିସ୍ଥିତି
- ବଲିଉଡର ସେହେନସା; ବିଗ୍ ବି’ଙ୍କ ନାଁରେ ରହିଛି ଏସବୁ ରେକର୍ଡ…
- CJP on Detentions: ‘ଜନତାଙ୍କ ଉପରେ ଖାକିର ଚାପ…ନିଜ ନାଗରିକଙ୍କ ବିରୋଧରେ ସରକାରଙ୍କ ଯୁଦ୍ଧ!’, ମୁକୁଳିବା ପରେ ସରକାରଙ୍କୁ ଘେରିଲେ CJP ନେତା
- Major Flood Hits Nepal: ନେପାଳରେ ପୁଣି ପ୍ରଳୟଙ୍କରୀ ବନ୍ୟା! ଘର, ପୋଲ, ବେସ୍ କ୍ୟାମ୍ପକୁ ଭସାଇ ନେଲା ବୁଢ଼ୀ ଗଣ୍ଡକୀର ପ୍ରଖର ସ୍ରୋତ
- ପାର୍ବଣ ପୂର୍ବରୁ ପୋଲିସକୁ ବଡ ସଫଳତା;ଚେକିଂ ବେଳେ ଦେଶୀ ବନ୍ଧୁକ ଓ ଗୁଳି ଜବତ
- ଛାତ୍ର ସଂସଦ ନିର୍ବାଚନ; ମଇଦାନରେ ୩୪୭ କଲେଜ ଓ ୧୩ ବିଶ୍ୱବିଦ୍ୟାଳୟରେ ୬୭୦୮ ପ୍ରାର୍ଥୀ…
- ୮୪ ବର୍ଷରେ ବିଗ୍ ବି; କେବିସିରେ ଜନ୍ମଦିନ ସେଲିବ୍ରେଟ କଲେ ମାଧୁରୀ…
- SC on CJP Protest: ବ୍ୟାରିକେଡ୍ ହଟାଅ, ଇଣ୍ଟରନେଟ୍ ଚାଲୁ କର…CJP ଆନ୍ଦୋଳନ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ନିର୍ଦ୍ଦେଶ
- ଦିଲ୍ଲୀରେ ମୁକ୍ତ ହେଲେ ୩ CJP ନେତା, ରହିଛି ଏହି ସର୍ତ୍ତ…
- Preventive Arrest: ପ୍ରିଭେଣ୍ଟିଭ୍ ଆରେଷ୍ଟ କ’ଣ? କ’ଣ ଅପରାଧ ପୂର୍ବରୁ ବାନ୍ଧି ପାରିବ ପୋଲିସ୍?

Comments are closed.