ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ଉପରେ ଲାଗିଲା କରୋନା କଟକଣା । ଥଣ୍ଡା, କାଶ, ଜ୍ୱର ହେଉଥିଲେ ମିଳିବ ୧୪ ଦିନର ଛୁୂଟି । ଏନେଇ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ସଚିବ ସଂଜୀବ ଚୋପ୍ରା ସୂଚନା ଦେଇଛନ୍ତି ।
କୌଣସି ସରକାରୀ କର୍ମଚାରୀଙ୍କୁ ଯଦି ଥଣ୍ଡା, କିମ୍ବା କାଶ, ଜ୍ୱର ହୁଏ ସେମାନେ ୧୪ ଦିନ ପାଇଁ ହୋମ ଆଇସୋଲେସନରେ ରହିବେ । ପ୍ରତିଦିନ ମିଟିଂ ଆୟୋଜିତ ହେଉଛି । ସମସ୍ତ ସରକାରୀ ଅଫିସ ଟଏଲେଟରେ ହ୍ୟାଣ୍ଡୱାସ ଓ ଲିକ୍ୱିଡ ସୋପ ରଖିବା ସହ ସଫାସୁତୁରା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ବ୍ୟକ୍ତିଗତ ସ୍ୱଚ୍ଛତା ସହ ପ୍ରବେଶ ପଥରେ ସାନିଟାଇଜ ରଖିବା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି ବୋଲି ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ସଚିବ କହିଛନ୍ତି ।
BREAKING NEWS
- ଭୁବନେଶ୍ୱରରୁ ବ୍ରହ୍ମପୁର; ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ୬ ସ୍ଥାନରେ ଭିଜିଲାନ୍ସ ରେଡ୍
- Mann Ki Baat: ‘ମନ କି ବାତ୍’ରେ ସର୍ଜିକାଲ୍ ଷ୍ଟ୍ରାଇକ୍କୁ ମନେ ପକାଇଲେ ପିଏମ୍ ମୋଦୀ, କହିଲେ, ‘ଆତଙ୍କବାଦକୁ ଭାରତ ବରଦାସ୍ତ କରେନାହିଁ’
- Party Switch: ୧୧୧ ସାଂସଦ-ବିଧାୟକ ବଦଳାଇଛନ୍ତି ଦଳ, ବିଜେପିରେ ୨୯ ଜଣ…ଜାଣନ୍ତୁ ସବୁଠୁ ବେଶୀ କେଉଁ ଦଳ ଛାଡିଛନ୍ତି ନେତା?
- ଖୋଲିଲା ହୀରାକୁଦର ଆଉ ୨ ଗେଟ୍, ୨୨ ଗେଟରେ…
- ଲଗାଣ ବର୍ଷାରେ ଉବୁଟୁବୁ ଉତ୍ତରପ୍ରଦେଶ; ୧୭ ମୃତ, ଅନେକ ଗାଁ ଜଳବନ୍ଦୀ
- UNSC ସ୍ଥାୟୀ ସଦସ୍ୟପଦ: ଭାରତକୁ ରୁଷର ପୂର୍ଣ୍ଣ ସମର୍ଥନ
- ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ଜଳକା ଜଳସ୍ତର, ବଢୁଛି ବନ୍ୟା ଆଶଙ୍କା
- ରବିବାର ଖୋଲା ରହିବ ଏସବୁ ବ୍ୟାଙ୍କ, ଜାଣିରଖନ୍ତୁ…
- Heavy Rain & Floods in Odisha:ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି; ଏରିଅଲ ସର୍ଭେରେ ଯିବେ ମୁଖ୍ୟମନ୍ତ୍ରୀ
- ବ୍ୟାଙ୍କ ଗ୍ରାହକଙ୍କୁ ଆଶ୍ୱସ୍ତି: ୩ ଦିନିଆ ଧର୍ମଘଟ ବେଳେ ମାଗଣାରେ ଏଟିଏମ୍ରୁ ଉଠାଇ ପାରିବେ ଟଙ୍କା, ଲାଗିବନି ଏକ୍ସଟ୍ରା ଚାର୍ଜ

Comments are closed.