କଟକ : ଭିଜିଲାନ୍ସ ପଞ୍ଝାରେ ଏଏସଆଇ । କଟକ ଭିଜିଲାନ୍ସ ଜାଲରେ ପଡିଛନ୍ତି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ସର୍କଲ ଅବକାରୀ ବିଭାଗ ଏଏସଆଇ ସୁଦୀପ୍ତ ଦାଶ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରାଯାଉଛି । ନୟାଗଡ଼ ଘର ଓ ବାଲୁଗାଁର ଭଡା ଘରେ ଭିଜିଲାନ୍ସ ରେଡ୍ କରୁଛି । ବାଲୁଗାଁ ସର୍କଲ ଅବକାରୀ ଅଫିସ, ନୟାଗଡ଼ର ଆବାସିକ ଘର ଏବଂ ଏକ ଭଡ଼ା ଘରେ ମଧ୍ୟ ଚଢାଉ ଜାରି ରହିଛି। ଏକକାଳୀନ ୪ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । ଚଢ଼ାଉରେ ୪ଜଣ ଡିଏସପି, ୬ଜଣ ଇନ୍ସପେକ୍ଟରଙ୍କ ସମେତ ଅନ୍ୟ କର୍ମଚାରୀମାନେ ସାମିଲ ରହିଛନ୍ତି ।
BREAKING NEWS
- ଡବ୍ଲ୍ୟୁପିଏଲ ୨୦୨୭, ଆଇପିଏଲ ଅକ୍ସନକୁ ନେଇ ବିସିସିଆଇର ବଡ଼ ନିଷ୍ପତ୍ତି
- ଭାରତ – ନ୍ୟୁଜିଲ୍ୟାଣ୍ଡ ମୁକ୍ତ ବାଣିଜ୍ୟ ଚୁକ୍ତିକୁ ନ୍ୟୁଜିଲ୍ୟାଣ୍ଡ ସଂସଦର ମଞ୍ଜୁରୀ
- ଏସିଆନ ଗେମ୍ସ ସ୍ୱର୍ଣ୍ଣ ଜିତି ଇତିହାସ ରଚିବା ଏବେ ଦଳର ମୂଳ ଲକ୍ଷ୍ୟ: ସୋଏର୍ଡ ମାରିଜ୍ନେ
- ପୁଣି ହସାଇବାକୁ ଆସୁଛନ୍ତି କପିଲ ଓ ସୁନୀଲ: ଖୁବଶୀଘ୍ର ଫେରୁଛି ‘ଦ ଗ୍ରେଟ୍ ଇଣ୍ଡିଆନ୍ କପିଲ୍ ଶୋ’ ସିଜନ ୫
- Subhadra Scheme Applications:ଏହି ଦିନ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ
- ୨୦୧୩ ଝିରମ ଘାଟି ନରସଂହାର ମାମଲାରେ ୧୦ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ
- ଏସିଆନ୍ ଗେମ୍ସ: ବିପ୍ରଜ ନିଗମ ଜାତୀୟ ଦଳରେ ସାମିଲ, ବାଦ ପଡ଼ିଲେ ବରୁଣ
- Dahi Bara: ଦହିବରା ଖାଇ ୫୦ରୁ ଊର୍ଦ୍ଧ୍ବ ଅସୁସ୍ଥ
- ମୋଦି ସରକାରଙ୍କ ବଡ଼ ନିଷ୍ପତ୍ତି, EPFO ଦରମା ସୀମା ୧୫ ହଜାର ଟଙ୍କାରୁ ୨୫ ହଜାର ଟଙ୍କାକୁ ବୃଦ୍ଧି
- ଜନ୍ମଦିନ ପାଳିବ ସୁଭଦ୍ରା, ଘରେ ଘରେ ଦୀପ ଜାଳିବେ ମହିଳା

Comments are closed.