ଏସିଆ କପ୍-୨୦୨୨ ଫାଇନାଲରେ ପ୍ରଥମେ ବ୍ୟାଟିଂ କରୁଛି ଶ୍ରୀଲଙ୍କା । ଟସ୍ ଜିଣି ପାକିସ୍ତାନ ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା । ପ୍ରଥମ ଓଭରରୁ ଶ୍ରୀଲଙ୍କାର ଉଇକେଟ ପତନ ପରେ କ୍ରମାଗତ ଉଇକେଟ ହରାଇ ଚାଲିଛି ଶ୍ରୀଲଙ୍କା । ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ୍ରେ ଏହି ମ୍ୟାଚ ଖେଳାଯାଉଛି। ପାକିସ୍ତାନ ଶେଷ ଥର ପାଇଁ ୨୦୧୨ ମସିହାରେ ଏସିଆ କପ୍ ଜିତିଥିଲା। ସେହି ସମୟରେ ବାଂଲାଦେଶକୁ ୨ ରନ୍ ରେ ହରାଇ ଚାମ୍ପିଅନ ହୋଇଥିଲା। ଶେଷ ସୂଚନା ଅନୁସାରେ ଶ୍ରୀଲଙ୍କା ୬ ଓଭରରେ ୩ ଉଇକେଟ ହରାଇ ୪୨ ରନ୍ କରିଛି ।
BREAKING NEWS
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି
- MMDR ବିଲ୍କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ
- Influencer Nidhi Tiwari Suicide: କ’ଣ ଥିଲା ଶେଷ କଥା ?
- Delhi Air Pollution: ନଭେମ୍ବରରୁ ଅଫିସରେ କମିବେ ଲୋକ, ବଢିବ ପାର୍କିଂ ଫି
- ଅପମିଶ୍ରିତ ପନିର କାରବାର;୧୧ ଜଣଙ୍କ ନାଁ ରେ ଏତଲା ଦେଲା KMC

Comments are closed.