ଭୁବନେଶ୍ୱର: ଓଡିଶାର ନୂଆ ମୁଖ୍ୟ ଶାସନ ସଚିବ ଭାବେ ସୋମବାର ଦିନ ଦାୟିତ୍ୱ ଗ୍ରହଣ କରିଛନ୍ତି ଅସିତ ତ୍ରିପାଠୀ ।

ପୂର୍ବତନ ରାଜ୍ୟ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ ଇସ୍ତଫା ଦେବାପରେ ତାଙ୍କ ସ୍ଥାନରେ ୧୯୮୬ ବ୍ୟାଚର ଆଇଏଏସ ଅଧିକାରୀ ଅସିତ ତ୍ରିପାଠୀଙ୍କୁ ଏହି ପଦରେ ନିଯୁକ୍ତି ପ୍ରଦାନ କରାଯାଇଛି। ଶ୍ରୀ ପାଢୀ ରାଜ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତ ପାଇବା ପରେ ଅସିତ ତ୍ରିପାଠୀଙ୍କୁ ଏହି ଦାୟିତ୍ୱ ମିଳିଛି ।
Comments are closed.