ଭୁବନେଶ୍ୱର: ପଶ୍ଚିମ ଓଡିଶା ଉନ୍ନୟନ ପରିଷଦର ଅଧ୍ୟକ୍ଷ ଓ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ଦାୟିତ୍ୱ ନେଲେ ଅସିତ ତ୍ରିପାଠୀ । ଦାୟିତ୍ୱ ଗ୍ରହଣ କରିବା ପରେ ସେ ପଶ୍ଚିମ ଓଡିଶା ଉନ୍ନୟନ ପରିଷଦର କାମର ସମୀକ୍ଷା କରିଛନ୍ତି ।
ଗତ ୩୧ ତାରିଖରେ ଅସିତ ତ୍ରିପାଠୀ ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେଇଥିଲେ । ଏହା ପରେ ତାଙ୍କୁ ଏହି ନିଯୁକ୍ତି ଦିଆଯାଇଥିଲା ।
Comments are closed.