ଆସ୍କା ଲୋକସଭା ନିର୍ବାଚନ ମଣ୍ଡଳୀ: ଜାଣନ୍ତୁ କିଏ ପାଇଲେ କେତେ ଭୋଟ୍‍

ଆସ୍କା ଲୋକସଭା ନିର୍ବାଚନ ମଣ୍ଡଳୀର ବିଜେଡ଼ି ପ୍ରାର୍ଥୀ ପ୍ରମିଳା ବିଶୋୟୀ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀ ଅନିତା ଶୁଭଦର୍ଶିନୀଙ୍କୁ ୨୦୪୭୦୭ ଭୋଟ୍‍ ବ୍ୟବଧାନରେ ପରାସ୍ତ କରିଛନ୍ତି। ପ୍ରମିଳା ବିଶୋୟୀ ସମୁଦାୟ ୫୫୨୭୪୯ ଭୋଟ୍‍ ପାଇଥିବାବେଳେ ଅନିତା ଶୁଭଦର୍ଶିନୀଙ୍କୁ ମିଳିଛି ୩୪୮୦୪୨ଟି ଭୋଟ୍‍ । ସିପିଆଇ ପ୍ରାର୍ଥୀ ରାମକୃଷ୍ଣ ପଣ୍ଡା ୫୯୯୭୮ଟି ଭୋଟ୍‍ ପାଇ ତୃତୀୟ ସ୍ଥାନରେ ଅଛନ୍ତି ।