ଭୁବନେଶ୍ୱର: ଜନ ବିରୋଧୀ କାର୍ଯ୍ୟ ଯୋଗୁ ବିଜେଡିରୁ ବହିଷ୍କୃତ ହୋଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ତାଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରାଯିବା ପରେ ଏହି ପ୍ରସଙ୍ଗକୁ ବିଧାନସଭାରେ ଉଠାଇଛି କଂଗ୍ରେସ । ଦଳର ବିଧାୟକ ଅଭିଯୋଗ କରିଛନ୍ତି, ଶାସକ ବିଜେଡି ଦଳର ବହୁତ ନେତା ଓ ମନ୍ତ୍ରୀ ଦୁର୍ନୀତିରେ ଜଡିତ ଅଛନ୍ତି । ହୋହଲ୍ଲା ଓ ନାରାବାଜି ଲାଗି ରହିବାରୁ ବାଚସ୍ପତି ସାଢେ ୧୧ଟା ଯାଏ ଗୃହକୁ ମୁଲତବି ଘୋଷଣା କରିଥିଲେ ।
BREAKING NEWS
- Bhojpuri film:୨୦ ବର୍ଷ ତଳର ସେହି ବ୍ଲକବଷ୍ଟର ଫିଲ୍ମ
- SJFI ସ୍ୱର୍ଣ୍ଣ ଜୟନ୍ତୀ: ଉତ୍ତରାଞ୍ଚଳ ଜିତିଲା ଜେକେ ବୋଷ ଟ୍ରଫି, ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ ସମ୍ମାନିତ
- Modi’s Farewell Speech in Rajyasabha: ରାଜ୍ୟସଭା ସାଂସଦଙ୍କ ଉଦ୍ଦେଶ୍ୟରେ ବିଦାୟୀ ଭାଷଣ, ପ୍ରଧାନମନ୍ତ୍ରୀ କହିଲେ, “ରାଜନୀତିରେ କୌଣସି ପୂର୍ଣ୍ଣଚ୍ଛେଦ ନାହିଁ”
- Harbhajan Singh On Mumbai Indians Win: ଭଜିଙ୍କ ଭବିଷ୍ୟବାଣୀ, ଏଥର ମୁମ୍ବାଇ ଇଣ୍ଡିଆନ୍ସ
- Bunker Buster Bombs On Iran Missile Sites: ଭୟଙ୍କର ରୂପ ନେଲା ଯୁଦ୍ଧ! ଇରାନୀ କ୍ଷେପଣାସ୍ତ୍ର ଘାଟି ଉପରେ ବଙ୍କର୍ ବଷ୍ଟର ବୋମା ପକାଇଲା ଆମେରିକା
- ବୁମରାହ, ଅକ୍ଷରଙ୍କ ସ୍ୟାଲେରୀ ବଢ଼ାଇବ ବିସିସିଆଇ
- ଯୁଦ୍ଧ ମଧ୍ୟରେ ଏଲ୍ପିଜି ସଙ୍କଟ: ଓଡ଼ିଆ କ୍ୟାପଟେନଙ୍କ ସାହସ ଓ କର୍ତ୍ତବ୍ୟ ପାଇଁ ଆଜି ଦେଶ ଗର୍ବିତ
- ଇରାନ ବିରୋଧରେ ଏକତ୍ର ହେବେ ଇସଲାମିକ ଦେଶ
- ବ୍ୟାଟେଲ ଅଫ ଗଲୱାନ ପରେ ବଦଳିବ ଏହି ଫିଲ୍ମର ନାମ
- ଖୁବ ଶୀଘ୍ର ରୋମାଂଟିକ ଫିଲ୍ମ କରିବେ ଶାହାରୁଖ
Comments are closed.