Latest Odisha News

BREAKING NEWS

ବିଧାନସଭାରେ ଉଠିଲା ପ୍ରଦୀପ ପାଣିଗ୍ରାହୀ ପ୍ରସଙ୍ଗ

ଭୁବନେଶ୍ୱର: ଜନ ବିରୋଧୀ କାର୍ଯ୍ୟ ଯୋଗୁ ବିଜେଡିରୁ ବହିଷ୍କୃତ ହୋଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ତାଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରାଯିବା ପରେ ଏହି ପ୍ରସଙ୍ଗକୁ ବିଧାନସଭାରେ ଉଠାଇଛି କଂଗ୍ରେସ । ଦଳର ବିଧାୟକ ଅଭିଯୋଗ କରିଛନ୍ତି, ଶାସକ ବିଜେଡି ଦଳର ବହୁତ ନେତା ଓ ମନ୍ତ୍ରୀ ଦୁର୍ନୀତିରେ ଜଡିତ ଅଛନ୍ତି । ହୋହଲ୍ଲା ଓ ନାରାବାଜି ଲାଗି ରହିବାରୁ ବାଚସ୍ପତି ସାଢେ ୧୧ଟା ଯାଏ ଗୃହକୁ ମୁଲତବି ଘୋଷଣା କରିଥିଲେ ।

Leave A Reply

Your email address will not be published.