Latest Odisha News

BREAKING NEWS

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ

କଟକ: ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ । ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ । ବିଭୁତି ମିଶ୍ରଙ୍କୁ ଲୋକସଭା ପ୍ରାର୍ଥୀ କରାନଯିବାରୁ ମେହବୁବ ପ୍ରତିବାଦ କରିଛନ୍ତି। ବିଭୁତିଙ୍କୁ କାହିଁକି ପ୍ରାର୍ଥୀ କରାଗଲାନି କହି ଟିକେଟ ଫେରାଇଛନ୍ତି ଅହମ୍ମଦ ।

ଅହମ୍ମଦ କଟକ ଲୋକ ସଭା ପ୍ରାର୍ଥୀ ଚୟନରେ ଖପ୍ପା ହୋଇ ଫେରାଇଛନ୍ତି ଟିକେଟ୍‌। କଂଗ୍ରେସ କଟକ ଲୋକସଭା ପାଇଁ ସୁରେଶ ମହାପାତ୍ରଙ୍କୁ ପ୍ରାର୍ଥୀ କରିଛି। ଯେଉଁଥିପାଇଁ ଟିକେଟ୍ ଫେରାଇଛନ୍ତି ମେହବୁବ ଅହମ୍ମଦ ଖାଁ ।

Leave A Reply

Your email address will not be published.