ନୂଆପଡ଼ା : ନୂଆପଡ଼ାରେ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଛୁରାମାଡ଼ । କୋମନା ଥାନା ଉଦ୍ୟାନବନ୍ଧ ଗାଁ ନିକଟରେ ଥିବ ପେଟ୍ରୋଲ ପମ୍ପର ୨ ଜଣ କର୍ମଚାରୀଙ୍କୁ ଛୁରାମାଡ଼ କରିଛନ୍ତି ଦୁର୍ବୃତ୍ତ । ଛୁରାମାଡ଼ରେ ୨ ଜଣ କର୍ମଚାରୀଙ୍କ ଗୁରୁତର ଅଛନ୍ତି । ସେମାନଙ୍କୁ ଗୁରୁତର ଅବସ୍ଥାରେ କୋମନା ମେଡିକାଲେ ଭର୍ତ୍ତି କରାଯାଇଛି । ଛୁରାମାଡ଼ ପରେ ୨ ଜଣ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି । ଛୁରାମାଡ଼ର କାରଣ ଅସ୍ପଷ୍ଟ ଥିବା ବେଳେ, ପୋଲିସ ଘଟଣାର ଛାନଭିନ୍ କରୁଛି ।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.