ନୂଆଦିଲ୍ଲୀ: ଆସନ୍ତା ବର୍ଷ ୪ ମ୍ୟାଚ ବିଶିଷ୍ଟ ଗାଭାସ୍କର-ବର୍ଡର ଟେଷ୍ଟ ସିରିଜ ଖେଳିବା ପାଇଁ ଭାରତ ଗସ୍ତରେ ଆସିବ ଅଷ୍ଟ୍ରେଲିଆ କ୍ରିକେଟ ଟିମ । ଏହି ସିରିଜ ୱାର୍ଲ୍ଡ ଟେଷ୍ଟ ସିରିଜ ପାଇଁ ଗୁରୁତ୍ୱପୂର୍ଣ୍ଣ । କେଉଁ ଦଳ ଫାଇନାଲରେ ପ୍ରବେଶ ତାହା ଏକ ପ୍ରକାର ଏହି ସିରିଜରେ ଚୂଡାନ୍ତ ହେବ । ଅଷ୍ଟ୍ରେଲିଆ ୭୦ ପଂଏଟ ପର୍ସେଂଟିଜ ସହ ଶୀର୍ଷ ସ୍ଥାନରେ ରହିଛି । ଦକ୍ଷିଣ ଆଫ୍ରିକା(୬୦), ଶ୍ରୀଲଙ୍କା (୫୩.୦୩), ଭାରତ (୫୨.୦୮) ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ସ୍ଥାନରେ ରହଛନ୍ତି । ଏହାର ଫାଇନାଲରେ ପ୍ରବେଶ କରିବା ପାଇଁ ଭାରତକୁ ୪-୦ରେ ଏହି ସିରିଜ ଜିତିବାକୁ ପଡିବ । ତାରିଖ ଓ ସ୍ଥାନ ଚୂଡାନ୍ତ ହୋଇ ନ ଥିଲେ ମଧ୍ୟ ୫ ବର୍ଷ ପରେ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଗୋଟିଏ ମ୍ୟାଚ ଖେଳାଯିବା ସମ୍ଭାବନା ରହିଛି । ଅନ୍ୟ ୩ଟି ମ୍ୟାଚ ଯେତେଦୂର ସମ୍ଭବ ଅହମ୍ମଦାବାଦ, ଧର୍ମଶାଳା ଓ ଚେନ୍ନାଇରେ ଖେଳାଯାଇପାରେ ।
BREAKING NEWS
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ;’ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
- Ganja Seized: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ ଫେରାର
- ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଖୁସୀ ଖବର, ନେଟ୍ସକୁ ଫେରିଲେ କ୍ୟାପଟେନ କୁଲ
- ୧୫ ବର୍ଷ ପରେ ଆରମ୍ଭ ହେଲା ଜନଗଣନା, ପ୍ରଥମ ଦିନରେ ୧୭ ହଜାର ଲୋକ କରିଛନ୍ତି ନଜିର ଜନ ଗଣନା
- Gold rate: ହଳଦିଆ ଓ ଧଳା ଧାତୁର କମିଲା ଦର
- Kanya Sumangala Yojana:‘ଝିଅ ଜନ୍ମ ହେବାର ବର୍ଷକ ଭିତରେ ସରକାର ଟଙ୍କା ପଠାଇବେ’
Comments are closed.