ବ୍ୟଙ୍ଗ : ଭାଲେଣ୍ଟାଇନସ୍ ଆପ
ଓଁ ଅଭିଜ୍ଞାନ ସାହୁଙ୍କ ବ୍ୟଙ୍ଗ ସମ୍ଭ…
ଦିନଟି ସେମିତି-ବଡ଼ ରୋମାଣ୍ଟିକ୍ । ସକାଳୁ ଚଇନି ଚିକ୍କଣ ହେଇ ଘରୁ ବାହାରିଲା ବେଳେ ଘରଣୀ ପଛରୁ ଡାକିଦେଲେ , "ଶୁଣୁଛ ଘରେ ବ୍ରେଡ଼ ନାହିଁ । ପିଲା ଜଳଖିଆ କରିବେ। ଆସିଲାବେଳେ ନେଇକି ଆସିବ ।" ଶୁଭ କାମରେ ଘରୁ ବାହାରୁ ବାହାରୁ ପଛରୁ କୁହାଟମରା…