ସ୍କୁଲ ବହିରେ ଭୁଲ୍ ପ୍ରସଙ୍ଗ: ସମୀକ୍ଷା ବୈଠକରେ ସିଧାସଳଖ ତ୍ରୁଟିପୂର୍ଣ୍ଣ ପୁସ୍ତକ ମାଗି ଦେଖିଲେ ମୁଖ୍ୟମନ୍ତ୍ରୀ,…
ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକରେ ବ୍ୟାପକ ଭୁଲ୍ ପ୍ରସଙ୍ଗ ଏବେ ଭିନ୍ନ ମୋଡ଼ ନେଇଛି। ଏହି ସମ୍ବେଦନଶୀଳ ଘଟଣାକୁ ନେଇ ଶାସକ ଓ ବିରୋଧୀ ମଧ୍ୟରେ ରାଜନୈତିକ କାଦୁଅ ଫିଙ୍ଗାଫିଙ୍ଗି ଚାଲିଥିବା ବେଳେ ଖୋଦ୍ ମୁଖ୍ୟମନ୍ତ୍ରୀ ଏଥିରେ ସିଧାସଳଖ ହସ୍ତକ୍ଷେପ କରିଛନ୍ତି। ସେକ୍ରେଟେରିଏଟ୍ରେ ଅନୁଷ୍ଠିତ…