ଭିଜିଲାନ୍ସ ଜାଲରେ କୋଟପାଡ଼ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ: କୋରାପୁଟ, ଖୋର୍ଦ୍ଧା ଓ…
ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କ ଉପରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇଛି। ଆୟ ଅପେକ୍ଷା ବିପୁଳ ପରିମାଣର ସମ୍ପତ୍ତି ରଖିଥିବା ଅଭିଯୋଗରେ ଜୟପୁର…