୨୦ରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡ଼ିଶା ଗସ୍ତ: ପାହାଡ଼ପୁର ପରିଦର୍ଶନ ସହ ରାଜ୍ୟ ବିଜେପି ସରକାରଙ୍କ ବର୍ଷପୂର୍ତ୍ତି…
ଭୁବନେଶ୍ୱର: ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଗସ୍ତ କାଳରେ ସେ ମୟୂରଭଞ୍ଜ ଜିଲ୍ଲାର ଐତିହାସିକ ସ୍ଥଳ ପରିଦର୍ଶନ କରିବା ସହିତ ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉତ୍ସବରେ ସାମିଲ ହେବାର ପ୍ରମୁଖ କାର୍ଯ୍ୟକ୍ରମ…