ରଥଯାତ୍ରା ପାଇଁ ବଡ଼ ପ୍ରସ୍ତୁତି, ଶୃଙ୍ଖଳା ଓ ଭିଡ଼ ନିୟନ୍ତ୍ରଣ ଉପରେ ଫୋକସ
ଭୁବନେଶ୍ୱର:
ଆଗକୁ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼, ମହାପ୍ରଭୁଙ୍କ ନୀତିକାନ୍ତି ଓ ପ୍ରଶାସନିକ ବ୍ୟବସ୍ଥାକୁ ନେଇ ଏବେଠାରୁ ଆରମ୍ଭ ହୋଇଛି ଘନଘନ ସମୀକ୍ଷା। ରଥଯାତ୍ରା କିଭଳି ଭାବେ ଶୃଙ୍ଖଳିତ ଭାବେ ସମ୍ପନ୍ନ ହେବ, ଗୁଣ୍ଡିଚା ମନ୍ଦିରରେ ରଥ ଲାଗିବା ପରେ…