ଦ୍ୱିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା
ଗୌହାଟି: ଐତିହାସିକ ବିଜୟ ପରେ ହିମନ୍ତ ବିଶ୍ୱ ଶର୍ମା ଦ୍ୱିତୀୟ କ୍ରମାଗତ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ମଙ୍ଗଳବାର ଗୈାହୀଟିର ଖାନାପାରା ସ୍ଥିତ ପଶୁ ଚିକିତ୍ସା ମହାବିଦ୍ୟାଳୟ ପଡ଼ିଆରେ ଆୟୋଜିତ ଏକ ଭବ୍ୟ ସମାରୋହରେ ସେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି।…