ଆସନ୍ତାକାଲି ଭଦ୍ରକ ଜିଲ୍ଲାର ୧୩୯ ସ୍କୁଲ ଛୁଟି ଘୋଷଣା, ୫ ବ୍ଲକର ୨୨୫ ଅଙ୍ଗନବାଡ଼ି ମଧ୍ୟ ଛୁଟି
ଭଦ୍ରକ: ଲଗାଣ ବର୍ଷା ଓ ଉଛୁଳୁଥିବା ନଦୀ ଜଳସ୍ତର ଯୋଗୁଁ ଓଡ଼ିଶାର ଭଦ୍ରକ ଓ ଯାଜପୁର ଜିଲ୍ଲାରେ ବନ୍ୟା ସ୍ଥିତି ଗମ୍ଭୀର ରୂପ ଧାରଣ କରିଛି। ଉଭୟ ଜିଲ୍ଲାରେ ବୈତରଣୀ ସମେତ ଅନ୍ୟ ନଦୀଗୁଡ଼ିକ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବାରୁ ବ୍ୟାପକ ଅଞ୍ଚଳରେ ଜନଜୀବନ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ…