ଦେଶରେ ପ୍ରତି ୩ ଜଣରେ ଜଣେ ଓକିଲ ଜାଲ୍! ସିବିଆଇ ତଦନ୍ତ ପାଇଁ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ନୂଆଦିଲ୍ଲୀ: ଦେଶରେ ଜାଲ୍ କିମ୍ବା ଫେକ୍ ଓକିଲଙ୍କ ବିରୋଧରେ ଏବେ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଜାଲ୍ ଓକିଲଙ୍କ ବିରୋଧରେ ସିବିଆଇ ତଦନ୍ତ ଦାବି କରି ଆଗତ ଏକ ଆବେଦନ ଉପରେ ମଙ୍ଗଳବାର ଦିନ ସୁପ୍ରିମକୋର୍ଟ କେନ୍ଦ୍ର ସରକାର ଓ ସିବିଆଇକୁ…