କଟକରେ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଗାଡ଼ି ଉପରକୁ ବୋତଲ ମାଡ଼
କଟକ: ରାଜ୍ୟ ରାଜନୀତିରେ ପୁଣି ଥରେ ଅଶାନ୍ତିର ବାତାବରଣ ଦେଖିବାକୁ ମିଳିଛି। କଟକ ଜିଲ୍ଲାରେ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଗାଡ଼ିକୁ ଲକ୍ଷ୍ୟ କରି କିଛି ଦୁର୍ବୃତ୍ତ ବୋତଲ ମାଡ଼ କରିଥିବା ନେଇ ଖବର ସାମ୍ନାକୁ ଆସିଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି।…